ରାଜନୀତି

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା – Ibnodisha

[ad_1]

nadda

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରଷ୍ଟ୍ରିୟ ସଭାପତି ଜେପି ନଡ୍ଡା । ଭୁବନେଶ୍ୱର ପହଞ୍ଚି ପରେ ନଡ୍ଡା ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ ସଂଧ୍ୟା ୬ଟା ୪୫ରେ କାର୍ୟ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ୟ୍ୟକର୍ତ୍ତା ମାନେ ଯୋଗ ଦେବେ। ତେବେ ନଡ୍ଡା ବ୍ରହ୍ମପୁରରେ ରାତ୍ରି ରହଣୀ କରି ପର ଦିନ ସକାଳେ ଦିଲ୍ଲୀ ଫେରିବା କାର୍ୟ୍ୟକ୍ରମ ରହିଛି।

The post ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button