ରାଜ୍ୟ
୮ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି – Ibnodisha

[ad_1]
ଭୁବନେଶ୍ୱର : ତତଲା କଡେଇରେ ଭାଜି ହେଉଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୀଷଣ ଗରମ ନେଇ ୮ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ସୋମବାର ସୁଦ୍ଧା ଭୀଷଣ ଗରମ ହେବା ନେଇ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।
The post ୮ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି appeared first on ONA KHABAR.
[ad_2]