ଅପରାଧ

ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳି ଦେଲେ ଦୁର୍ବୁତ୍ତ – Ibnodisha

[ad_1]

ଦିଗପହଣ୍ଡି: କେ.ନୂଆଗାଁ ଥାନା ବମକେଇ ଗାଁରେ ଅଘଟଣ। ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳି ଦେଲେ ଦୁର୍ବୁତ୍ତ। ଯୁବକଙ୍କ ଦେହରେ ନିଆଁ ଲଗାଇ ଦେଇ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇଥିଲା। ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପରେ ଗୁରୁତର ଯୁବକଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଛି ଏବଂ ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି। ତେବେ କିଏ ଓ କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button