ରାଜ୍ୟ

ଦିନ ସାଢେ ୧୧ଟା ସୁଦ୍ଧା ୪୧ ଡିଗ୍ରୀ ଟପିଲା ପାରଦ – Ibnodisha

[ad_1]

ଭୁବନେଶ୍ଵର : ତେଲ କଡେଇରେ ଭାଜି ହେଉଛି ସାରା ଓଡିଶା। ସାଢେ ୧୧ଟା ସୁଦ୍ଧା ୪୧ ଡିଗ୍ରୀ ଟପିଛି ପାରଦ। ୪୧.୪ ଡିଗ୍ରୀ ସହ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝରରେ ୪୧, ଭୁବନେଶ୍ଵରରେ ୪୦.୪ , ଝାରସୁଗୁଡାରେ ୩୯.୮, ହୀରାକୁଦ ଓ ରାଉରକେଲାରେ ୩୯, ସମ୍ବଲପୁରରେ ୩୮.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସକାଳ ସାଢେ ୮ଟା ସୁଦ୍ଧା ପାରଦ ୩୬ ଡିଗ୍ରୀ ଛୁଇଁଥିଲା। ୩୬ ଡିଗ୍ରୀ ସହ ବାରିପଦା ଓ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଆଦ୍ରତା ପାଖାପାଖି ୭୫ ପ୍ରତିଶତ ରହିଛି। ପୁରୀ, ଗୋପାଳପୁର ଓ ପାରାଦୀପରେ ଆଦ୍ରତା ୭୫ ପ୍ରତିଶତ ଉପରେ ରହିଥିବା ନେଇ ସୂଚନା ମିଳିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button