ଦେଶ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୭ ମାଓବାଦୀ ସଫା – Ibnodisha

[ad_1]

ଛତିଶଗଡ : ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ । ସୂଚନା ଅନୁସାରେ, ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ । ନକ୍ସଲମାନେ ସୀମାନ୍ତ ଅଞ୍ଚଳରେ କ୍ୟାମ୍ପ କରି ରହିଥିବା ଖବର ସୁରକ୍ଷାକର୍ମୀମାନେ ପାଇଥିଲେ । ପରେ ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି କରିଥିଲେ । ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିପାତ ହୋଇଛନ୍ତି । ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରୁ ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି । ୭ ମୃତକଙ୍କ ମଧ୍ୟରେ ୨ ମହିଳା ମାଓବାଦୀ ରହିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button