ରାଜ୍ୟ

ଆସନ୍ତୁ ଜାଣିବା ଆଜି ସୁନା ଦର କେତେ… – Ibnodisha

[ad_1]

ଭୁବନେଶ୍ୱର : ଆସନ୍ତୁ ଜାଣିବା ଆଜି ସୁନା ଦର କେତେ ଅଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୧,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୫୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬୫,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ୮ଗ୍ରାମ ପିଛା ୫୨,୪୧୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୫୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୨,୪୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୬.୫୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୨ ଗ୍ରାମ ୧୦୦ ଗ୍ରାମ ପିଛା ୮,୬୫୦ ଓ ୧ କେଜି ପିଛା ୮୬,୫୦୦ ଟଙ୍କା ରହିଛି ।

 

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button