ରାଜନୀତି

ବାକି ଥିବା ୩ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି – Ibnodisha

[ad_1]

ଭୁବନେଶ୍ୱର: ବିଜୁ ଜନତା ପକ୍ଷରୁ ମଙ୍ଗଳବାର ବାକି ଥିବା ବିଧାନସଭା ଆସନରୁ ଆଉ ୩ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନ ପର୍ଯ୍ୟାୟରେ ଆଉ ତିନି ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ବାକି ଥିବା ୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ଦେବଗଡ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଂଜନ ହେଲେ ପ୍ରାର୍ଥୀ । ତେବେ ଆଜି କେଉଁ ଆସନ ପାଇଁ କାହା ନାମ ଘୋଷଣା କରାଯାଇଛି ସେ ସମ୍ପର୍କରେ ଜାଣନ୍ତୁ:
କୋରେଇ-ସଂଧ୍ୟାରାଣୀ ଦାସ
ଖଣ୍ଡପଡା-ସାବିତ୍ରୀ ପ୍ରଧାନ
ନାଳଗିରି-ସୁକାନ୍ତ କୁମାର ନାୟକ

ଆଉ ୩ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button