IBN ଓଡ଼ିଶା ବ୍ୟୁରୋ

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ଧୀରେ ସୁସ୍ଥେ କାର୍ଯ୍ୟରେ ଆଗେଇବେ । ଧନବାନ୍ ହୋଇପାରନ୍ତି । ମହିଳାମାନଙ୍କ କାର୍ଯ୍ୟରେ ସହାୟତା କରିବେ । ଧର୍ମକ୍ରିୟାରତ ଓ ପରାମର୍ଶଦାତା ହେବେ । ମନୋଜ୍ଞ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ

ଶ୍ରେ କର୍ମରେ ନିୟୋଜିତ ସହ ସଙ୍ଗୀତ ମିତ୍ରଙ୍କ ଆଗ୍ରହୀ ହେବେ । କର୍ମାନୁରକ୍ତ ଏବଂ ଧନଶାଳୀ ହୋଇପାରନ୍ତି । ସରକାରୀ ଅର୍ଥ ମିଳିପାରେ । ସରକାରୀ ମାନ୍ୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ

ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପ୍ରୀତି ଲାଭ ହୋଇପାରେ । କାର୍ଯ୍ୟରେ ଉନ୍ନତି ଘଟିବ । ଶାସ୍ତ୍ରାଭ୍ୟାସୀ ଓ ବିନୀତ ସ୍ୱଭାବ ସମ୍ପନ୍ନ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ସିଂହ

ଘାତଚନ୍ଦ୍ର ଭୋଗ ହେତୁ ପ୍ରତ୍ୟେକ କାର୍ଯ୍ୟରେ ସତର୍କତା ଆବଶ୍ୟକ । ଅଜାତଶତ୍ରୁ ଏବଂ ସରକାରୀ ସ୍ତରରେ ସମ୍ମାନିତ ହେବେ । ଭାଗ୍ୟବାନ୍ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କନ୍ୟା

ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ, ଯାହାକି ଆପଣ ହାତକୁ ନେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ, ମାତ୍ର ଏହା ବିଳମ୍ବିତ ହୋଇପାରେ । ବହୁ ଧନ ସହିତ ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା

ନିଜେ କଳହମୁକ୍ତ ହେବା ପାଇଁ ଚେଷ୍ଟା କରିବେ । କର୍ମତତ୍ପରତା ପ୍ରକାଶ ପାଇବ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରେ ସମ୍ମାନର ଅଧିକାରୀ ହେବେ । ଶତ୍ରୁ ଦମନ କରିପାରନ୍ତି । ଧନ ଭୋଗର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା

ସମ୍ମାନିତ ଓ ଶତ୍ରୁ ପରାଜିତ ହେବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଆଶା ଫଳବତୀ ହେବ । ବନ୍ଧୁ ମିଳନ ଘଟିପାରେ । ଧନ ଲାଭର ସୂଚନା ମିଳୁଛି । ଧନଲାଭ ହୋଇପାରେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ଗୁରୁ ଓ ଗୁରୁଜନଙ୍କ କଲ୍ୟାଣଭାଜନ ହେବେ । ଆଳସ୍ୟ ଅନୁଭବ କରିପାରନ୍ତି । ତ୍ୟାଗଶୀଳ ଓ ନୀତିଜ୍ଞ ହୋଇପାରନ୍ତି । ବିବିଧ ଧନର ଅଧିକାରୀ ଓ ସୁଖୀ ଏବଂ କୀର୍ତ୍ତୀମାନ୍ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର

ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ନବବସ୍ତ୍ର ପରିଧାନ କରିପାରନ୍ତି । ଆୟର ଦ୍ୱାର ଆପଣଙ୍କ ପାଇଁ ଉନ୍ମୁକ୍ତ ରହିଛି । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ

ଆୟ ଆଶାନୁରୂପ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହ ଯୋଗ ମିଳିବ । ସର୍ବତ୍ର ଶୁଭ ଆଶା କରାଯାଏ । ସତ୍ୟବାଦୀ, ପଣ୍ଡିତ ଓ ପ୍ରବାସୀ ହୋଇପାରନ୍ତି । ପିତୃଭକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ

ଉଚ୍ଚଆଶା ଫଳବତୀ ହେବ । ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ପାରିବାରିକ ସୁଖ ଅବ୍ୟାହତ ରହିଛି । ଭାଗ୍ୟଶାଳୀ ,କର୍ମବୀର ଓ ଉଦାର ଚରିତ୍ରଯୁକ୍ତ ଏବଂ ଜ୍ଞାନୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

Related Articles

Leave a Reply

Your email address will not be published. Required fields are marked *

Back to top button