ରାଜ୍ୟ

ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button