ରାଜ୍ୟ

ଚିନ୍ତା ବଢାଉଛି ଡେଙ୍ଗୁ, ରାଜଧାନୀରେ ୧୦୦ ପାର୍‌

ରାଜ୍ୟରେ ଚିନ୍ତା ବଢାଉଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟ। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ପାର ହୋଇଥିବା ବେଳେ ଏବେ ରାଜଧାନୀରେ ୧୦୦ ପାର କଲାଣି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଏଥିରୁ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ରେ ପହଞ୍ଚିଛି । ସେପଟୋ ଜାନୁଆରୀରୁ ଜୁଲାଇ ୧୫ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ପ୍ରାୟ ୩୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button