ରାଜ୍ୟ

ଶିକାରୀ ଗୁଳିରେ ବୃଦ୍ଧ ଗୁରୁତର

ଠମଲ୍ଲିକ: ଶିକାରୀ ଗୁଳିରେ ଜଣେ ବୃଦ୍ଧ ଗୁରୁତର ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଠାକୁରଗଡ଼ ଥାନା ଜନକପୁର ଗାଁ ନିକଟ ଜଙ୍ଗଲରେ ଗୁଳିମାଡ଼ ହୋଇଛି। ବୃଦ୍ଧଜଣକ ଜଙ୍ଗଲକୁ ଛତୁ ଖୋଜିବାକୁ ଯାଇଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏହାପରେ ସେ ଚିତ୍କାର କରିଥିଲେ। ତାଙ୍କ ପାଟି ଶୁଣି ସେଠାରେ ଥିବା ଲୋକେ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ଅନୁଗୁଳ ମେଡିକାଲରେ ଭର୍ତ୍ତି କରିଥିଲେ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button