ରାଜ୍ୟ

ରାଉରକେଲାର ସର୍ଭେଣ୍ଟ କ୍ୱାର୍ଟସରେ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲା ସେକ୍ଟର ୧୭ବି ବ୍ଲକସ୍ଥିତ ସର୍ଭେଣ୍ଟ କ୍ୱାଟର୍ସ ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। କ୍ୱାର୍ଟସର ସମସ୍ତ ଆସବାବ ପାତ୍ର ଜଳିପୋଡି ପାଉଁଶ ହୋଇଯାଇଛି। ରାଉରକେଲା ଇସ୍ପାତ କାରଖାନା ଅଗ୍ନିଶମ କର୍ମଚାରୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ପରିବାର କାହାର କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି।

ସେକ୍ଟର-୧୫ ପୁଲିସ ଘଟଣାସ୍ଥଳରେ ପହଁଚି ଘଟଣାର ତଦନ୍ତ ଚଳାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button