ଦେଶ
ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା – Ibnodisha

[ad_1]
ନୂଆଦିଲ୍ଲୀ: ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା । ଶନିବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୫.୮ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁକୁସ । ତେବେ ଭୂକମ୍ପରେ ମୃତାହତ ନେଇ କୌଣସି ସୂଚନା ନାହିଁ । ଭୂକମ୍ପ ଭୟରେ ଲୋକ ଘରୁ ବାହାରକୁ ବାହାରିଆସିଥିଲେ । ଚାଇନାର ସାଙ୍ଗଡଙ୍ଗରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପରେ ୧୦ ଜଣ ଆହତ ହୋଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଅଣସଂଗଠିତ ଶ୍ରମିକ
[ad_2]




