ଖେଳ

ନୀରଜ ରୌପ୍ୟ ଜିତିବା ପରେ ଖୁସିରେ ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: କହିଲେ ଏମିତି କଥା

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ। ଦେଶ ପାଇଁ ପ୍ରଥମ ରୌପ୍ୟ ଜିତିଲେ ନୀରଜ । ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ଜିତିଲେ ନୀରଜ ଚୋପ୍ରା । ୮୯.୪୫ ମିଟର ଜାଭେଲିନ୍ ଫିଙ୍ଗି ରୌପ୍ୟ ଜିତିଲେ ନୀରଜ । ଅନ୍ୟପଟେ ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ପାକିସ୍ତାନର ଏ. ନଦିମ ସ୍ବର୍ଣ୍ଣ ଜିତିଛନ୍ତି । ନାଦିମ ୯୨.୯୭ ମିଟର ଜାଭେଲିନ୍ ଫିଙ୍ଗି ଅଲିମ୍ପିକ୍ସରେ ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button