ଦେଶ

ମର୍ମନ୍ତୁଦ ସଡକ ଦୁର୍ଘଟଣା :୩ ମୃତ – Ibnodisha

[ad_1]

ରାଞ୍ଚି: ଝାଡ଼ଖଣ୍ଡ ଗିରିଡ଼ିରେ ଭୟାବହ ବସ୍ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବସ୍ । ନଦୀକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍ । ଘଟଣାସ୍ଥଳରେ ୩ ଯାତ୍ରୀଙ୍କ ମୃତ୍ୟୁ ୧୫ ଯାତ୍ରୀ ଗୁରୁତର ଆହତ । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସରକାରଙ୍କ ତରଫରୁ ଆହତ ଓ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି ଝାଡ଼ଖଣ୍ଡର କ୍ୟାବିନେଟ୍ ମନ୍ତ୍ରୀ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button