ରାଜନୀତି
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର। ଚିହିଁକିଲା ବିଜେଡି। ବିଶ୍ବବିଦ୍ୟାଳୟ ସଂଶୋଧିତ ଆଇନ୍ ୨୦୨୦କୁ ନେଇ ତେଜିଲା ରାଜନୀତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇନରେ ସଂଶୋଧନ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ପତ୍ର। ଏଥିରେ ଦର୍ଶାଯାଇଛି, ରାଜନୈତିକ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଆଇନ୍ ଆଣିଥିଲେ।