ରାଜ୍ୟ

ପୁଣି ଜିଲ୍ଲା ଗସ୍ତରେ ଯିବେ ସବୁ ସଚିବ

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ବିଭାଗୀୟ ସଚିବମାନଙ୍କୁ ଜିଲ୍ଲା ଗସ୍ତରେ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଜେଡି ସରକାରରେ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଯୋଗୁ ବିଭାଗୀୟ ସଚିବମାନଙ୍କ ଜିଲ୍ଲା ଗସ୍ତ ଉପରେ ଅଘୋଷିତ କଟକଣା ଲାଗିଥିଲା ।

Related Articles

Leave a Reply

Your email address will not be published. Required fields are marked *

Back to top button