ରାଜ୍ୟ

ରାଜ୍ୟରେ ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ

ମାଜ ଡିଜିଟାଲ ଡେସ୍କ: ରାଜ୍ୟର ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦକୁ ୧.୩୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୬୦ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି। ଆସନ୍ତାକାଲି (ଶନିବାର) ଖଇରମାଳରେ ୨ଲକ୍ଷରୁ ଅଢେଇ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button