ରାଜ୍ୟ

ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି- ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି । ରାଜଧାନୀର ପ୍ରାୟ ୩୦ ଏକର ଜମି ଜବରଦଖଲକାରୀଙ୍କ କବଜାରେ ରହିଛି । ଏନେଇ ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଲିଖିତ ଉତ୍ତର ରଖିଛନ୍ତି।

ସାମପୁର ମୌଜାରେ ସର୍ବାଧିକ ୨୭ ଏକର ଜମି ଜବରଦଖଲ । ୧୬ଟି ଜବରଦଖଲ ମାମଲା ରୁଜୁ ହୋଇଥିବା ବେଳେ ଏହା ହାଇକୋର୍ଟରେ ବିଚାରଧୀନ ରହିଛି । ଗାଡକଣରେ ୨ ଏକର, ଚନ୍ଦ୍ରଶେଖରପୁରରେ ଦେଢ ଏକର ଜମି ଜବରଦଖଲରେ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button