ରାଜ୍ୟ
ରାଜ୍ୟରେ ତିଆରି ହେବ ୧୨ଶହରୁ ଅଧିକ ଚେକ୍ ଡ୍ୟାମ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ୧୨ ଶହରୁ ଅଧିକ ଚେକ୍ ଡ୍ୟାମ୍। ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହଲିଙ୍ଗ।
ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୨-୨୫ ଭିତରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ହୋଇଛି। ୨୦୨୫ ସୁଦ୍ଧା ୫୮୫ ଚେକ୍ ଡ୍ୟାମ୍ ନିର୍ମାଣ ସରିବ କହିଲେ ମନ୍ତ୍ରୀ କହିଛନ୍ତି




