IBN ଓଡ଼ିଶା ବ୍ୟୁରୋ

ନୂଆଁଖାଇ ଉପଲକ୍ଷେ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ : ନବୀନ

ଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ଜିଲ୍ଲା । ନୂଆଁଖାଇ ପାଇଁ ଦୂରଦୂରାନ୍ତରେ ଥିବା ଲୋକେ ଘରକୁ ଫେରିଛନ୍ତି । ହାଟବଜାର ଗହଳ ଚହଳ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ ହେବ । ଏହା ପରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି ।ନୂଆଁଖାଇ ଉପଲକ୍ଷେ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

Related Articles

Leave a Reply

Your email address will not be published. Required fields are marked *

Back to top button