ରାଜ୍ୟ

ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ସନ୍ଦେହ

ୟାଗଡ଼: ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ନୟାଗଡ଼ ଫତେଗଡ଼ ଥାନା ଭଗବାନପୁର ଗାଁରେ ନୃଶଂସକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି । ଗୁରୁତର ଅବସ୍ଥାରେ ଅଖିଳ କୁମାର ସାହୁଙ୍କୁ ଉଦ୍ଧାର କରାଯାଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ଘଟାଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବାବେଳେ ଫତେଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Related Articles

Leave a Reply

Your email address will not be published. Required fields are marked *

Back to top button