ରାଜ୍ୟ

ସାମାନ୍ୟ କଥାକୁ ନେଇ କଟକରେ ୨ ଗୋଷ୍ଠୀ ମୁହାଁମୁହିଁ

ଟକ,୯।୯ : କଟକ ବାରପଥର ଅଞ୍ଚଳରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପଥର ମାଡ ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଛି। ସାମାନ୍ୟ କଥାକୁ ନେଇ ଯୁକ୍ତିତର୍କ ହୋଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି। ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିବା ସହ ଘଟଣା ସ୍ଥଳରେ ପୋଲିସ ମୃତୟନ ରହିଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button