ରାଜ୍ୟ
ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି – Ibnodisha

[ad_1]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ନୟାଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
[ad_2]




