ରାଜ୍ୟ

ନଦୀ କୂଳରୁ ଝାମ୍ପିନେଲା କୁମ୍ଭୀର, ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି

ଳି : ପୁଣି କେନ୍ଦ୍ରାପଡ଼ା ଜିଲ୍ଲାରେ କୁମ୍ଭୀର ଆତଙ୍କ । ମଇଁଷି ଚରାଉଥିବା ବେଳେ ଜଣକୁ ଟାଣିନେଲା କୁମ୍ଭୀର । କୁମ୍ଭୀର ଟାଣି ନେଇଥିବା ବ୍ୟକ୍ତି ଜଣକ ଆଳି ଥାନା ଇଚ୍ଛାପୁର ଗାଁର ଅଜାମ୍ବର ନାୟକ । ଖରସୁଆ ନଦୀ କୂଳରେ ମଇଁଷି ଚରାଇବା ବେଳେ ତାଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ଏହା ଦେଖି ପାଖରେ ଥିବା ଲୋକେ ପାଟି କରିଥିଲେ ।ସଙ୍ଗେ ସଙ୍ଗେ ଡଙ୍ଗା ସାହାଯ୍ୟରେ ଖୋଜାଖୋଜି କରିଥିଲେ ସ୍ଥାନୀୟ ଲୋକେ । ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚଳାଇଛି ଅଗ୍ନିଶମ ବାହୀନି ।

Related Articles

Leave a Reply

Your email address will not be published. Required fields are marked *

Back to top button