ରାଜ୍ୟ

ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏୟାରପୋର୍ଟରୁ ବାହାରି ଗାଡକଣ ଯାଇଛନ୍ତି। ସେଠାରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ପରେ ତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ।ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିଛନ୍ତି । ଜଣେ ହିତାଧିକାରୀଙ୍କ ଘରେ କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ। ଆବାସ ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷୀରି ଖାଇଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button