ଦେଶ

ଦିଲ୍ଲୀ ସେବା ବିଲକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି – Ibnodisha

[ad_1]

ବ୍ୟୁରୋ : ଆଇନରେ ପରିଣତ ହେଲା ଦିଲ୍ଲୀ ବିଲ୍ । ଏହି ବିଲକୁ ମିଳିଛି ରାଷ୍ଟ୍ରପତିଙ୍କ ମଞ୍ଜୁରୀ । ଭାରତ ସରକାର ଏନେଇ ଅଧିସୂଚନା ଜାରି କରିଛନ୍ତି ।ଦିଲ୍ଲୀ ସେବା ବିଲକୁ ରାଷ୍ଟ୍ରପତି ମଂଜୁୁରୀ ଦେବା ପରେ ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର ଦିଲ୍ଲୀ ସରକାର ଅଧିନିୟମ ୨୦୨୩କୁ ଲାଗୁ କରିବାକୁ ନୋଟିଫିକେସନ୍ ଜାରି କରିଥିବା ସୂଚନା ରହିଛି ।

ଚନ୍ଦ୍ରପୃଷ୍ଠ କିପରି ଥାଏ ଆସନ୍ତୁ ଜାଣିବା …..

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button