ରାଜ୍ୟ

ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି – Ibnodisha

[ad_1]

ଭୁବନେଶ୍ୱର: ଖୁବଶୀଘ୍ର ଆସିବ ବାୟୋ ଟେକ୍ନୋଲୋଜି ନୀତି। ଆସନ୍ତା ମାସକ ଭିତରେ ଏହାକୁ ଆଣିବେ ରାଜ୍ୟ ସରକାର। ଏ ଦିଗରେ ଚାଲିଛି କାମ। ଏଥିରେ ବାୟୋ-ଟେକ୍ନୋଲୋଜି ସମ୍ବନ୍ଧିତ ମେଡିକାଲ ଉପକରଣ, ଟିକା ନିର୍ମାଣ, ଫାର୍ମାସ୍ୟୁଟିକାଲ ପରି ଇଣ୍ଡଷ୍ଟ୍ରିକୁ ପ୍ରୋତ୍ସାହନ ଦେବାକୁ ବିଭିନ୍ନ ପ୍ରକାର ପ୍ରତ୍ସାହିତ ଓ ଭିତ୍ତିଭୂମି ପାଇଁ ସହାୟତା ଦିଆଯିବ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button