ରାଜ୍ୟ

ଭରତପୁର ଥାନାରେ ସେନାବାହିନୀର ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ୫ ପୁଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ବର: ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ମାମଲାରେ ଭରତପୁର ଥାନାର ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି।

ନିଲମ୍ବିତ କର୍ମଚାରୀମାନେ ହେଲେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଏସଆଇ ବୈଶାଳିନୀ ପଣ୍ଡା ଏଏସଆଇ ସଲିଳମୟୀ ସାହୁ, ସାଗରିକା ରଥ ଏବଂ କନେଷ୍ଟବଳ ବଳରାମ ହାଁସଦା।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button