ରାଜ୍ୟ

୨୪ସୁଦ୍ଧା ରତ୍ନଭଣ୍ଡାର ସର୍ଭେ ସାରିବାକୁ ଚିଠିda

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ କାମ ସେପ୍ଟେମ୍ବର ୨୪ତାରିଖ ସୁଦ୍ଧା ସାରିବାକୁ ଚିଠି ଲେଖାଯାଇଛି। ଏନେଇ ଏଏସଆଇ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଆସନ୍ତା ୨୪ତାରିଖ ପରଠାରୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବାକୁ ଯାଉଛି।ଏଥିପାଇଁ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ, ସେଥିପାଇଁ ରତ୍ନଭଣ୍ଡାର ସର୍ଭେ କାମ ଏହା ପୂର୍ବରୁ ସାରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button