IBN ଓଡ଼ିଶା ବ୍ୟୁରୋ

ବେଆଇନ ଗୁଟଖା କାରଖାନାରେ ଚଢାଉ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁର ସଦର ଥାନା ବାଉଁଶିଆପଲ୍ଲୀ ସ୍ଥିତ ବେଆଇନ ଗୁଟଖା କାରଖାନାରେ ପୁଲିସ ଚଢ଼ାଉ କରିଛି। ଏହି ସମୟରେ ବିପୁଳ ପରିମାଣର ଗୁଟଖା ପ୍ୟାକେଟ ସହ ମେସିନ ଓ ପ୍ରସ୍ତୁତି ସାମଗ୍ରୀ ଜବତ କରିଛି ପୁଲିସ। କାରଖାନାରେ ନିୟୋଜିତ ୫ଜଣ କର୍ମଚାରୀ ଓ ମାଲକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ପୂର୍ବରୁ ଗୁଟଖା କାରାଖାନାର ମାଲିକ ନରେନ୍ଦ୍ର ସାହୁ ତିନି ଥର ଗିରଫ ହୋଇଥିବା ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button