IBN ଓଡ଼ିଶା ବ୍ୟୁରୋ

ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ

ମାଜ ଡିଜିଟାଲ ଡେସ୍କ: ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ। ବର୍ତ୍ତମାନ ସେ ବାୟୁସେନାରେ ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ଆସନ୍ତା ସେପ୍ଟେମ୍ବର ୩୦ରେ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ବିବେକ ରାମ ଚୌଧୁରୀଙ୍କ କାର୍ଯ୍ୟକାଳ ଶେଷ ହେବ। ଏହାପରେ ଅମର ପ୍ରୀତ ସିଂହ ବିବେକ ରାମଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିବେ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button