ରାଜ୍ୟ

ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର; ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନରେ ନିର୍ଯାତନା ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ସଂପୃକ୍ତ ପୁଲିସ ଅଧିକାରୀଙ୍କୁ ଖାଲି ନିଲମ୍ବନ ନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି। ଘଟଣା ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା କହିଛନ୍ତି ଯେ ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ।

ସେପଟେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ରାତି ତମମା ଜେରା କରିଛି କ୍ରାଇମବ୍ରାଞ୍ଚ। ପଚରାଉଚରା ବେଳେ ସମସ୍ତ ତଥ୍ୟର ତର୍ଜମା ଚାଲିଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button