ରାଜ୍ୟ

ପ୍ରବଳ ବର୍ଷିବ: ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲାେ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷିବ । କିଛି ସ୍ଥାନରେ ଘଡଘଡି ସହ ବର୍ଷା ମଧ୍ୟ ଅନୁଭୂତି ହେବ । ଏନେଇ ୧୪ ଜିଲ୍ଲାକୁ ହେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏନେଇ ଭଦ୍ରକ, ବାଲେଶ୍ବର, ନୟାଗଡ, କନ୍ଧମାଳ, କୋରାପୁଟ, ଯାଜପୁର, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କେନ୍ଦ୍ରାପଡା, ମୟୂରଭଞ୍ଜ ଏବଂ କେଉଁଝରକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button