ରାଜ୍ୟ

ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ

କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସାମ୍ନାରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଜଣାଯାଇଛିl ଯୁବକ ଜଣକ ହେଲେ କାମାକ୍ଷାନଗର ଥାନା ଇନ୍ଦିପୁର ଗ୍ରାମର ବିପିନ ନାୟକ l ସେ ରହୁଥିବା ଘରକୁ ସରକାରଙ୍କ ତରଫରୁ ଉଚ୍ଛେଦ କରାଯାଉଥିବା ନେଇ ଆତ୍ମହୁତି ଉଦ୍ୟମ କରିଥିବା ସୂଚନା ରହିଛି l ତେବେ ପୁଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛିl

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button