ରାଜ୍ୟ

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ, ଲାଇସେନ୍ସ ନବୀକରଣ ପାଇଁ ନେଉଥିଲେ ୫ ହଜାର ଟଙ୍କା ଲାଞ୍ଚ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ । ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର । ଲାଇସେନ୍ସ ନବୀକରଣ ପାଇଁ ଏକ ବିସ୍କୁଟ ଫ୍ୟାକ୍ଟ୍ରିର ମାଲିକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବିଭାସ ମଜୁମଦାରଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ ।

ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ଅଫିସ ଛାନ୍‌ଭିନ୍ କରିବା ସହ ବିଭାସ ମଜୁମଦାରଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍ ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button