ରାଜ୍ୟ

ଗଞ୍ଜାମ ନୂତନ ଏସ୍‌ପି ଭାବେ ଶୁଭେନ୍ଦୁ କୁମାର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ

ତ୍ରପୁର: ଗଞ୍ଜାମ ଜିଲାର ନୂତନ ଏସପି ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଶୁଭେନ୍ଦୁ କୁମାର ପାତ୍ର। ୨୦୧୯ ବ୍ୟାଚର ଯୁବ ଆଇପିଏସ ଅଫିସର ଆଜି ଯୋଗ ଦେବା ପରେ ପୁଲିସ ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାର୍ଗତ କରିଛନ୍ତି। ପୂର୍ବରୁ ସେ କନ୍ଧମାଳରେ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଏସପି ଶୁଭେନ୍ଦୁ କୁମାର ପାତ୍ର କହିଛନ୍ତି, ଗଞ୍ଜାମ ଜିଲ୍ଲା ଏକ ଧାର୍ମିକ କ୍ଷେତ୍ର।

ଏଠାରେ ସେବା କରିବାର ସୁଯୋଗ ମିଳିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ, ଏବେ ପାର୍ବଣ ଋତୁ ଚାଲିଥିବାରୁ ଶାନ୍ତି ଶୃଙ୍ଖଳାରେ କିପରି ଶେଷ ହେବ ସେ ଦିଗରେ ଆମେ କାମ କରିବୁ। ଗଞ୍ଜାମରେ ଅପରାଧି ସମସ୍ୟାକୁ ଦକ୍ଷତାର ସହିତ ମୁକାବିଲା କରିବା ସହ ଆଇନ ଶୃଙ୍ଖଳା ସ୍ଥିତି ଉପରେ ଅଧିକ ଧ୍ୟାନ ଦିଆଯିବ। ଅପରାଧ ମୁକ୍ତ ଗଞ୍ଜାମ ସମେତ ନାଗରିକମାନଙ୍କୁ ସରକ୍ଷା ଯୋଗାଇବା ସହ ଶାନ୍ତି ଶୃଙ୍ଖଳା ଉପରେ ଅଧିକରୁ ଅଧିକ ଫୋକସ ରହିବ ବୋଲି କହିଛନ୍ତି। ପୂର୍ବରୁ ଥିବା ଏସପି ଜଗମୋହନ ମିନା କଟକ ଡିସିପି ଭାବେ ବଦଳି ହୋଇଛି। ସେ ଗଞ୍ଜାମ ଜିଲାରେ ୮ ଜାନୁଆରୀ

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button