ରାଜ୍ୟ

ଚଳିତ ବର୍ଷ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା; ହାଇକୋର୍ଟଙ୍କ ନିର୍ଦ୍ଦେଶ

ଟକ : ଚଳିତ ବର୍ଷ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା। ଏନେଇ ଶନିବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସୁରୁଖୁରୁରେ ରାବଣପୋଡି ଉପରେ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ନେଇ ଆଡଭୋକେଟ୍‌ କମିଟି ପ୍ରସ୍ତାବ ଦେଇଛି । ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ୧୦ ତାରିଖ ସୁଦ୍ଧା ସମସ୍ତ ବ୍ୟବସ୍ଥା କରିବାକୁ ସିଏମସି ଓ ଜିଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ଏହାସହ ଟ୍ରାଫିକ ପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button