ଖେଳ

ଡୋପ୍ ଟେଷ୍ଟରେ ବିଫଳ : ୪ ବର୍ଷ ବାସନ୍ଦ ହେଲେ ଧାବିକା ଦୂତି ଚାନ୍ଦ – Ibnodisha

[ad_1]

ଭୁବନେଶ୍ବର: ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ। ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ ବୋଲି ଜଣାପଡ଼ିଛି। ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସିର ଧାରା ୨.୧, ୨.୨କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button