ଅପରାଧ

ନିଶା ମାଫିଆଙ୍କ ପୋଲିସ ଏଏସଆଇ ଆହତ – Ibnodisha

[ad_1]

ଭୁବନେଶ୍ୱର : ରାଜଧାନୀରେ ନିଶା ମାଫିଆଙ୍କ ଦୌରାତ୍ମ୍ୟ। ଅଭିଯୁକ୍ତକୁ ଧରିବାକୁ ଯାଇ ଆକ୍ରମଣର ଶିକାର ହେଲେ ଧଉଳି ଥାନା ଏସ ଆଇ। ସନ୍ତୋଷ ବଳଙ୍କୁ ନିଶା ମାଫିଆମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ରମେଶଙ୍କ ମୁଣ୍ଡ ଫାଟି ଯାଇଛି। ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ।ଖବର ଅନୁଯାୟୀ, ଧଉଳି ଥାନା ଏସବିଆଇ ସମ୍ମୁଖରେ ଥିବା ଏକ ପରିତ୍ୟକ୍ତ ଘରେ ଚାଲିଥିଲା ନିଶା କରିବାର। ଘଟଣାର ଖବର ପାଇ ଏସଆଇ ସନ୍ତୋଷ ବଳ ନିଶା ମାଫିଆଙ୍କୁ ଧରିବା ପାଇଁ ଚଢାଉ କରିଥିଲେ। ଏହି ସମୟରେ ମାଫିଆ ମାନେ ଏସ ଆଇଙ୍କ ମୁଣ୍ଡକୁ ହାତୁଡ଼ିରେ ବାଡେଇଥିଲେ। ଫଳରେ ଆକ୍ରମଣରେ ଶିକାର ହୋଇଥିବା ପୋଲିସ କର୍ମଚାରୀ ଆହତ ଅବସ୍ଥାରେ ଡାକ୍ତର ଖାନରେ ଭର୍ତ୍ତି ହୋଇଛନ୍ତି। ସେପଟେ ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button