ରାଜ୍ୟ

ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା

ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା ମିଳିବ। ଯେଉଁମାନେ ବାଦ୍‌ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ ଆସିବ।

ବାଦ୍‌ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ । ଆଜି ଅପରାହ୍ନରେ ବୈଠକ ବସି ଏନେଇ ରୂପରେଖ ପ୍ରସ୍ତୁତ ହେବ

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button