ରାଜ୍ୟ

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ: ଆଇନ୍‌ ମନ୍ତ୍ରୀ

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ। ପ୍ରାଥମିତ ଆଲୋଚନାରୁ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନଥିବା ଜଣାପଡ଼ିଛି ବୋଲି ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ ଆହୁରି କହିଛନ୍ତି, ଧର୍ମ ମାସ କାର୍ତ୍ତିକ ଚାଲିଥିବାରୁ ଶ୍ରୀମନ୍ଦିରରେ ଭିଡ଼ ଲାଗି ରହିଛି। କାର୍ତ୍ତିକ ପୂର୍ଣ୍ଣିମା ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ।

ସେହିପରି ଇଂରାଜୀ ନବବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେବ ନେଇ ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button