ରାଜ୍ୟ

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ – Ibnodisha

[ad_1]

କଟକ: କଟକ ଜିଲା ଡମପଡା ବ୍ଲକ ଦୁଲଣାପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁନୀଲ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ମନେରେଗା ଯୋଜନା ସମେତ କୋଭିଡ ସମୟରେ ଆସିଥିବା ଅର୍ଥ ତଥା ଆହୁରି ବହୁ ଯୋଜନାର ଅର୍ଥକୁ ସୁନିଲ କୁମାର ହଡ଼ପ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପୂର୍ବରୁ ଲୋକାଯୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିବାବେଳେ ଲୋକାୟୁକ୍ତ ଏହାର ତଦନ୍ତ ଭାର ଭିଜିଲାନ୍ସକୁ ଦେଇଥିଲେ। ଆଜି ଏକକାଳୀନ ସୁନୀଲଙ୍କ ଘର ସମେତ ତାଙ୍କ ଶ୍ୱଶୁର ଘର ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button