ରାଜ୍ୟ

ଆଖି ବୁଜିଲେ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ – Ibnodisha

[ad_1]

କଟକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସ ଆଉ ନାହାନ୍ତି । ୯୯ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଆଜି ସକାଳ ପ୍ରାୟ ୬.୪୦ରେ କଟକ ବଡ ମେଡିକାଲରେ ତାଙ୍କର ବୟୋଗ ଘଟିଛି । ସେ କିଛି ଦିନ ହେବ  ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ କଟକ ଏସ୍‌.ସି.ବି ମେଡିକାଲ କଲେଜ ଓ ହସପିଟାଲରେ ଚିକିତ୍ସିତ ହେଉଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button