ରାଜ୍ୟ

ରାଜଧାନୀରେ ମାତିଲେ ଲୁଟେରା: ଟଙ୍କା ଓ ସୁନାଗହଣା ଲୁଟିନେଲେ, ଥାନାରେ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବାର ନେଇ ଥାନାରେ ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି ବଂଶୀଧର ଗଉଡ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button