ରାଜ୍ୟ

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏ ନେଇ ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନୟାଗଡ଼ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button