ରାଜ୍ୟ

ଚଳିତ ମାସରେ ସରୁଛି ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ , ଉଚ୍ଚ ଶିକ୍ଷା ସଚିବଙ୍କୁ ଗଲା ଚିଠି

ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ|

ଓଡ଼ିଶା ୟୁନିଭରସିଟି ଆକ୍ଟ ୧୯୮୯ ଅନୁଯାୟୀ କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି|

Related Articles

Leave a Reply

Your email address will not be published. Required fields are marked *

Back to top button