ରାଜ୍ୟ

ରାଜଧାନୀରେ ଡେଙ୍ଗୁ ସ୍ଥିତି ସଙ୍ଗୀନ: ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ – Ibnodisha

[ad_1]

ଭୁବନେଶ୍ଵର: ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଯାହାକୁ ନେଇ ଆତଙ୍କିତ ହୋଇପଡି଼ଛନ୍ତି ଭୁବନେଶ୍ବରବାସୀ । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରୁ , କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ ରୋଗୀ ନାହିଁ ନ ଥିବା  ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଡେଙ୍ଗୁ ପରୀକ୍ଷା କରିବାକୁ ରୋଗୀଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା  କରିବାକୁ ପଡୁଛି । ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଭୁବନେଶ୍ବରରେ ଆଉ ୨ଟି ଡେଙ୍ଗୁ ଲ୍ୟାବ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି ବିଏମସି । ତେବେ କେବଳ ଭୁବନେଶ୍ବରରେ ନୁହେଁ,  କଟକ, ବାଲେଶ୍ୱର, ରାଉରକେଲା ଆଦି ସହରରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ମେଡିକାଲରେ ରୋଗୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି ।

The post ରାଜଧାନୀରେ ଡେଙ୍ଗୁ ସ୍ଥିତି ସଙ୍ଗୀନ: ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button