ରାଜ୍ୟ

ବିଦ୍ୟୁତ୍‌ ଆଘାତରେ ମହିଳା ମୃତ – Ibnodisha

[ad_1]

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମେଦିନିପୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ କୁନ୍ତି ନାଏକ (୫୫)। ଗତକାଲି ରାତିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ସାହାରପଡା ଫାଣ୍ଡି  ଅଧିକାରୀ ଶିବଶଙ୍କର ଆଲଦା ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଟଣା ଡାକ୍ତରଖାନା ପଠାଇଛନ୍ତି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button