ରାଜ୍ୟ
ସେପ୍ଟେମ୍ବର ୧୧ରୁ କଟକ ନେତାଜୀ ବସ୍ ଟର୍ମିନାଲରୁ ଗଡ଼ିବ ବସ୍ – Ibnodisha

[ad_1]
କଟକ : ଆଗାମୀ ସେପ୍ଟେମ୍ବର ୧୧ରୁ କଟକ ନେତାଜୀ ବସ୍ ଟର୍ମିନାଲ (ସିଏନବିଟି)ରୁ ବସ୍ ଚଳାଚଳ ଆରମ୍ଭ ହେବ। ପ୍ରାରମ୍ଭିକ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ପୁରୀ, ଅନୁଗୋଳ, ସମ୍ବଲପୁର ଏବଂ ରାଉରକେଲାକୁ ସିଏନବିଟିରୁ ବସ୍ ରହଣି ସହ ଯାତାୟାତ କରିବ। ଏଥିପୂର୍ବରୁ ବସ ଟର୍ମିନାଲରେ ବାକିଥିବା ଛୋଟ ଛୋଟ କାମ ତୁରନ୍ତ ଶେଷ କରିବା ପାଇଁ ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ସେପ୍ଟେମ୍ବର ୭ ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ କରାଯିବ ବୋଲି କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଅଧ୍ୟକ୍ଷ ଅନୀଲ କୁମାର ସାମଲ କହିଛନ୍ତି।
[ad_2]